Masthead

ଅନୁଭବ ଓ ବର୍ଷାଙ୍କ ଫ୍ୟାନ ପାଇଁ ଖୁସି ଖବର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅନୁଭବ ଓ ବର୍ଷାଙ୍କ ଫ୍ୟାନ ପାଇଁ ଖୁସି ଖବର। ଉଭୟଙ୍କ ବିବାଦରେ ହୋଇପାରେ ଆପୋଷ ସମାଧାନ। ମହିଳା କମିସନ ପ୍ରତିକ୍ରିୟାରେ ଆସିଲା ସବୁଜ ସଙ୍କେତ । ଆଜି ମହିଳା କମିଶନଙ୍କ ନିକଟରେ ଉଭୟ ହାଜର ହୋଇ ପାଖାପାଖି ବସି ପକ୍ଷ ରଖିଥିଲେ। ଏନେଇ ମହିଳା କମିଶନ ଅଧକ୍ଷା ମିନତୀ ବେହେରା ଦେଲେ ସୂଚନା । ଆଗକୁ ନୂତନ ଆଶା ଦେଖାଇବା ଏହି ଆଲୋଚନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ