Masthead

ଶ୍ରୀମନ୍ଦିରରେ ପ୍ରଭୁଙ୍କୁ ଦର୍ଶନ କଲେ ଭଡାଟିଆ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ଆଜିଠୁ ଭଡାଟିଆ, କର୍ମଜୀବୀ ଓ ଛାତ୍ରଛାତ୍ରୀଙ୍କ ଦର୍ଶନ ଆରମ୍ଭ ହୋଇଛି । ସକାଳ ୭ରୁ ରାତି ୯ଟା ଯାଏଁ ଚାଲିବ ଦର୍ଶନ । ୨ ଦିନ ଧରି ଭଡାଟିଆ, କର୍ମଜୀବୀ ଓ ଛାତ୍ରଛାତ୍ରୀମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ପୁରୀରେ ଭଡାଟିଆ ଲୋକେ ନ୍ଖକ୍ସ ଘର ମାଲିକଙ୍କଠାରୁ ସ୍ୱୀକୃତିପତ୍ର ଆଣି ମହାପ୍ରଭୁଙ୍କ ଦର୍ଶନ କରିବା ବ୍ୟବସ୍ଥା ହୋଇଛି । କର୍ମଜୀବୀମାନେ ନିଯୁକ୍ତି ଦାତାଙ୍କ ପ୍ରମାଣପତ୍ର ଦେଖାଇ ଦର୍ଶନ କରିପାରିବେ । ଏହା ସହ ଆଜି ମଧ୍ୟ ପୁରୀ ବାସିନ୍ଦାଙ୍କ ଦର୍ଶନ ଆଗଭଳି ଜାରି ରହିଛି । ପ୍ରଥମ ସିପ୍ଟରେ ୨୩ ଓ ୨୭ ନମ୍ବର ୱାର୍ଡବାସୀ ମହାପ୍ରଭୁଙ୍କ ଦର୍ଶନ କରିବେ । ଦ୍ୱିତୀୟ ସିପ୍ଟରେ ୨୫ ଓ ୩୦ ନମ୍ବର ୱାଡ, ତୃତୀୟ ସିପ୍ଟରେ ୭ ଓ ୨୭ ନମ୍ବର ୱାଡବାସୀ ମହାପ୍ରଭଙ୍କ ଦର୍ଶନ କରିବେ । ମୁହଁରେ ମାସ୍କ, ହାତ ସାନିଟାଇଜ ସହ ସାମାଜିକ ଦୁରତା ଉପରେ ଦିଆଯାଇଛି ଗୁରୁତ୍ୱ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା