Masthead

ପର କରିଦେଲା ମା’

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ନନ୍ଦନକାନନ ଯିବ ଛୁଆ ହାତୀ । ମଙ୍ଗଳବାର ସୋରଳ ନିକଟ ବାହୁଡା ନଦୀ ସମୁଦ୍ରମୁହାଣରୁ ହାତୀପଲ୍ଲରୁ ଉଦ୍ଧାର ହୋଇଥିବା ହାତୀ ଶାବକକୁ ବନ ବିଭାଗ ଦୀର୍ଘ ସମୟ ଧରି ହାତୀ ପଲ୍ଲକୁ ଘଉଡାଇବାକୁ ଚେଷ୍ଟା କରିଥିଲେ । ହାତୀ ପଲ୍ଲରେ ଛୁଆ ହାତୀକୁ ଉଦ୍ଧାର କରି ଟାମଣାସ୍ଥିତ ଫରେଷ୍ଟ ବିଟ ହାଉସରେ ରଖି ତାର ସେବା କରିଥିଲେ । ତା ଦେହରେ ସାମାନ୍ୟ ଆଘାତ ଲାଗିଥିବାରୁ ଜଣେ ପ୍ରାଣୀ ଚିକିତ୍ସକ ତାର ଚିକିତ୍ସା କରିଛନ୍ତି । ବନବିଭାଗ କର୍ମଚାରୀ ତାକୁ କ୍ଷୀର ସହ କଦଳୀ ଓ ଅନ୍ୟାନ୍ୟ ଖାଦ୍ୟ ଦେଉଛନ୍ତି । ଆଜି ହାତୀ ଛୁଆକୁ ନନ୍ଦନକାନନ ପଠାଯିବ ବୋଲି ବ୍ରହ୍ମପୁର ଅଧିକାରୀ ଅମ୍ଳାନ ନାୟକ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼