Masthead

ଖୋଲିଲା ପ୍ରସିଦ୍ଧ ଶୈବ ପୀଠ

ବୈପାରିଗୁଡା(ବଡ଼ ଖବର ବ୍ୟୁରୋ): ଖୋଲିଲା ପ୍ରସିଦ୍ଧ ଶୈବ ପୀଠ । ଆଜିଠାରୁ ଭକ୍ତମାନେ ଦର୍ଶନ କରିପାରିବେ ବାବା ଗୁପ୍ତେଶ୍ଵରଙ୍କୁ । କରୋନା କଟକଣା ପାଇଁ ଦୀର୍ଘ ୯ ମାସ ପରେ ପ୍ରସିଦ୍ଧ ଶୈବ ପୀଠ ବାବା ଗୁପ୍ତେଶ୍ଵରଙ୍କ ମନ୍ଦିର ଆଜିଠାରୁ ଖୋଲିଛି । କୋରାପୁଟ ଜିଲ୍ଲାପ୍ରଶାସନ ପକ୍ଷରୁ ମନ୍ଦିର ଖୋଲିବା ନେଇ ଜିଲ୍ଲାପାଳ ମଧୁସୂଦନ ମିଶ୍ର ଘୋଷଣା କରିଥିଲେ । ଶୃଙ୍ଖଳିତ ଦର୍ଶନ ନିମନ୍ତେ ବ୍ୟାରିକେଡ଼ ନିର୍ମାଣ କରାଯାଇଛି । ଆଜି ସେବାୟତଙ୍କ ପରିବାର ଲୋକେ ଏବଂ ଗୁପ୍ତେଶ୍ଵର ପଞ୍ଚାୟତର ଲୋକେ ଦର୍ଶନ କରିବାର ବ୍ୟବସ୍ଥା ରହିଛି । ଜାନୁଆରୀ ୩ ତାରିଖରେ ସର୍ବସାଧାରଣ ଦର୍ଶନ ନିମନ୍ତେ ଦ୍ୱାର ଫିଟା ଯିବ । ସକାଳ ୭ ଟାରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ