Masthead

ନକଲି ପନୀର ଜବତ

କଟକ(ବଡ଼ ଖବର ବ୍ୟୁରୋ): କଲିକତାରୁ ବସରେ କଟକ ଚାଲାଣ ହେଉଛି ପନୀର । ଚଢାଉ କରି ଧରିଲା ଚାଉଳିଆଗଞ୍ଜ ପୋଲିସ । ୧ କ୍ୱିଟାଂଲରୁ ଅଧିକ ନକଲି ପନିରକୁ ଜବତ କରାଯାଇଛି । କୋଲକତାରୁ କଟକ ବସରେ ଚାଲାଣବେଳେ ସିନ୍ଥେଟିକ ପନିରକୁ ଜବତ କରିଛି ପୋଲିସ । ନକଲି ସାମଗ୍ରୀର ହବ୍ ପାଲଟିଛି କଟକ ସହର । ବିଭିନ୍ନ ବ୍ରାଣ୍ଡ ନକଲି ସାମଗ୍ରୀ ପ୍ରସ୍ତୁତ କରି ବଜାରରେ ବିକି ମାଲେମାଲ ହେଉଛନ୍ତି ମାଫିଆ । ପୂର୍ବରୁ ବହୁ ପରିମାଣରେ ନକଲି ହଳଦୀ ଓ ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ଲୋଗୋ ଥିବା ମସଲା ପ୍ୟାକେଟ ଜବତ କରିଥିଲା । ଚାଉଳିଆଗଞ୍ଜ ଥାନା ଅଂଚଳରୁ ଏକ ଅପମିଶ୍ରିତ ଘିଅ କାରଖାନା ଠାବ କରିଥିଲା ପୋଲିସ । ଏପରିକି ନକଲି ସିମେଣ୍ଟ କାରଖାନା ଉପରେ ମଧ୍ୟ ପୋଲିସ ଚଢାଉ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ