Masthead

ଶୀତଦିନେ ସୋରିଷ ତେଲ ମାଲିସ କେତେ ଉପକାରୀ ଜାଣନ୍ତୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୀତଦିନେ ସୋରିଷ ତେଲ ମାଲିସ ଶରୀର ପାଇଁ ରାମବାଣ ସଦୃଶ । ଶୀତ ଦିନରେ ଚର୍ମ ଶୁଷ୍କ ରହୁଥିବା ହେତୁ ଶରୀରରେ ସୋରିଷ ତେଲ ମାଲିସ୍‌ କଲେ ରକ୍ତ ସଞ୍ଚାଳନ ପ୍ରକ୍ରିୟା ଭଲଭାବେ ହେବା ସହ ଉଷ୍ଣତା ମିଳିଥାଏ । ତା ସହିତ ଶରୀରର ଉଜ୍ଜଳତା ମଧ୍ୟ ବୃଦ୍ଧି ହୋଇଥାଏ । ଶୋଇବା ପୂର୍ବରୁ ସୋରିଷ ତେଲକୁ ହାଲ୍‌କା ଉଷୁମ କରି ପାଦତଳେ ମାଲିସ୍ କଲେ ଭଲ ନିଦ ହେବାସହ ଦୃଷ୍ଟି ଶକ୍ତି ବଢ଼ିଥାଏ। ଏକ ପରୀକ୍ଷାରୁ ଜଣାପଡ଼ିଛି ଯେ, ନିୟମିତ ପାଦ ତଳେ ସୋରିଷ ତେଲ ମାଲିସ୍ କରିବା ଦ୍ୱାରା ଶରୀରର ରୋଗପ୍ରତିରୋଧକ ଶକ୍ତି ବଢ଼ିବା ସହ ଓଜନକୁ ମଧ୍ୟ ନିୟନ୍ତ୍ରଣ କରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ