Masthead

ଅନଲାଇନ ଗେମ୍ ଖେଳି ୫୦ ହଜାର ହାରିଲେ ଛାତ୍ର

ନୀଳଗିରି(ବଡ଼ ଖବର ବ୍ୟୁରୋ): ଫ୍ରି ଫାୟାର ଅନଲାଇନ ଗେମ୍ ଖେଳି ମା’ଙ୍କ ଆକାଉଂଟରୁ ନାବାଳକ ଦେଲେ ୫୦ ହଜାର ଟଙ୍କା । ନିଳଗିରି ବ୍ଲକ୍ ବାଉରୀଓରା ଗାଁ ପଶୁପତି ନାୟକ ସପ୍ତମ ଶ୍ରେଣୀରେ ପଢନ୍ତି । ଲକଡାଉନ ଯୋଗୁଁ ସ୍କୁଲ ବନ୍ଦ ହେବାପରେ ପଶୁପତି ଅନଲାଇନରେ ପାଠ ପଢୁଥିଲେ । ପରେ ସେ ମାତିଥିଲେ ଅନଲାଇନ ଗେମ୍ । ଅଜ୍ଞାତରେ ତାଙ୍କ ମା’ଙ୍କ ଆକାଉଂଟରୁ କଟି ଯାଇଥିଲା ୫୦ ହଜାର ଟଙ୍କା । ସଦାବେଳେ ବ୍ୟାଙ୍କ ମେସେଜ ଆସୁନଥିବାରୁ ପ୍ରଥମେ ପଶୁପତିଙ୍କ ମା ଜାଣିପାରିନଥିଲେ । ଜାଣିବା ବେଳକୁ ନେଡିଗୁଡ କହୁଣୀକୁ ବୋହିଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର