Before Header

ଆଜିର ରାଶିଫଳ

0 59

ମେଷ – ଆଜି କର୍ମକ୍ଷେତ୍ରରେ ପ୍ରତ୍ୟେକ ପରିସ୍ଥିତିର ଠିକ୍ ସମୀକ୍ଷା କରି ପଦକ୍ଷେପ ନେବା ଠିକ୍ ହେବ । ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିଲେ ମଧ୍ୟ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ମନ ଯେମିତି ଚାହୁଁଛି ସେମିତି ନ ହେବା କାରଣରୁ ବ୍ୟସ୍ତତା ସୃଷ୍ଟି ହେବ । ସନ୍ତାନଙ୍କ ସ୍ୱାସ୍ଥ୍ୟହାନି ଓ ବିଶୃଙ୍ଖଳିତ ସ୍ୱଭାବ ଯୋଗୁ ବିଚଳିତ ହେବେ । ଅର୍ଥ ସମ୍ପର୍କ କ୍ଷେତ୍ରରେ ସୁଫଳ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ – ଦୀର୍ଘଦିନରୁ ରହିଆସିଥିବା ରୋଗପୀଡାରୁ କଷ୍ଟ ଅନୁଭବ କରିପାରନ୍ତି । ଯାନ ବାହନ, ମୂଲ୍ୟବାନ ଜିନିଷ, ଘରୋଇ ଉପକରଣ, ନୂତନ ପୋଷାକ ପରିଚ୍ଛଦ ଆଜି କିଣିବା ସକାଶେ ମନ ବଳାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟିକ ସ୍ଥିତି, ପରିବହନ, ଶେୟାର ବଜାର, ନିର୍ମାଣ, ଜମିଜମା ପ୍ରଭୃତିରୁ ସୁଫଳ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ଲାଭ କରି ଅଭିଳହିତ କାର୍ଯ୍ୟ ସମ୍ପାଦନ କରିପାରିବେ । କିନ୍ତୁ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିବା କାରଣରୁ ସାମୟିକ ବିଚଳିତ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ଆର୍ଥିକ ଦିଗରୁ କିଛି ଅସୁବିଧା ହେବ ନାହିଁ ଅବଶୟ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ । ଅଫିସ୍ କାମରେ କୌନସି ଅସମର୍ଥିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ଆଜିର କର୍ମକ୍ଷେତ୍ରରେ ଯୁକ୍ତିତର୍କ ଜନିତ ବନ୍ଧୁଙ୍କ ସହ ମନୋମାଳିନ୍ୟ ସୃଷ୍ଟି ହେବାର ସୂଚନା ରହିଛି । ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା – ପ୍ରତ୍ୟେକ ସମୟରେ ନିଜର ସ୍ଥିତିକୁ ଆଖି ଆଗରେ ରଖି କଥାବାର୍ତ୍ତା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି । ଅତୀତର ଯେଉଁ ଘଟଣା ସକାଶେ ଆଶଙ୍କା କରୁଛନ୍ତି ସେଥିରେ କିଛି ବିଶେହ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ସମସ୍ୟା ଆସିଲେ ମଧ୍ୟ ତାହା ବେଶି କ୍ଷଣ ତିଷ୍ଠି ରହିବ ନାହିଁ । କେତେକ ନୂତନ କାମର ଯୋଜନା ଓ ପରିକଳ୍ପନା କରି କାମକୁ ବଢାଇ ନେଇପାରନ୍ତି । ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ମକର – ଆଜି କର୍ମକ୍ଷେତ୍ରରେ ଆତ୍ମୀୟମାନଙ୍କ ସୌହାର୍ଦ୍ଦ୍ୟରୁ କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ଛୋଟ କଥାଟିକୁ ବଡ ଆକାରରେ ଚିନ୍ତା କରି ମାନସିକ ସ୍ଥିତି ବିଗିଡି ଯାଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ମଧୁର ବ୍ୟବହାର ମାଧ୍ୟମରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ । ପାରିବାରିକ ଶାନ୍ତି ଓ ସୁସ୍ଥତା ସମାନ୍ୟ ବ୍ୟତିକ୍ରମ ଭିତରେ ଦେଇ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଧାର୍ମିକ ହେବେ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ – କର୍ମକ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ଉଚ୍ଚକର୍ତ୍ତୃପକ୍ଷ କ୍ରୋଧ ପ୍ରକାଶ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କଲେ ମଧ୍ୟ ଋଣ ପରିଶୋଧ କରିବା ସକାଶେ ପ୍ରବଳ ଚାପର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖୀ ହେବେ ।

Leave A Reply

Your email address will not be published.