Masthead

ଇଂରାଜୀ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ

ବିଦାୟ ନେଲା ୨୦୨୦ । ନୂତନ ଆଶା, ସ୍ୱପ୍ନ ଓ ସମ୍ଭାବନା ନେଇ ଆସିଛି ୨୦୨୧ । ଇଂରାଜୀ ନବବର୍ଷକୁ ସ୍ୱାଗତ କରିଛନ୍ତି ସାରା ବିଶ୍ୱବାସୀ । କୋଭିଡ଼ କଟକଣା ଯୋଗୁଁ, ହେଲା ନାହିଁ ଜିରୋ ନାଇଟ୍ ସେଲିବ୍ରେଶନ । ଶୂନଶାନ ଭିତରେ ନୂଆବର୍ଷକୁ ସ୍ୱାଗତ କଲେ ବିଶ୍ୱବାସୀ । ନୂତନ ବର୍ଷରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂତନ ବର୍ଷରେ ସମସ୍ତଙ୍କୁ ଅଭିନନ୍ଦନ ସହ ନୂତନ ବର୍ଷ ଉତ୍ତମ ସ୍ୱାସ୍ଥ୍ୟ, ଆଇନ ଏବଂ ସମୃଦ୍ଧତା ଆଣୁ ବୋଲି କହିଛନ୍ତି ମୋଦି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନବବର୍ଷର ଶୁଭେଚ୍ଛା ଜଣାଇ କହିଛନ୍ତି ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ