Masthead

ଚନ୍ଦ୍ରଭାଗାରେ ପ୍ରଥମ ସୂର୍ଯ୍ୟୋଦୟ

କୋଣାର୍କ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ନୂଆ ବର୍ଷ ୨୦୨୧ । ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆ ବର୍ଷକୁ ସ୍ୱାଗତ କରୁଛନ୍ତି ବିଶ୍ୱବାସୀ । ନୂଆ ଆଶା, ନୂଆ ବିଶ୍ୱାସ ଓ ନୂଆ ଆକାଂକ୍ଷା ନେଇ ନୂଆ ବର୍ଷର ପ୍ରଥମ ସୂର୍ଯ୍ୟ ଉଦୟ ଦେଖିବାକୁ ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି । କୋଣାର୍କ ଚନ୍ଦ୍ରଭାଗାରେ ସୂର୍ଯ୍ୟଙ୍କ ଆବିର୍ଭାବ ହୋଇଥିବା ଯୋଗୁଁ ହଜାର ହଜାର ପର୍ଯ୍ୟଟକଙ୍କ ଏଠି ସମାଗମ ହୋଇଥିଲା । ନାଇଟ ସେଲିବ୍ରେସନ ବନ୍ଦ ରହିବା ସହିତ ନାଇଟ କର୍ଫ୍ୟୁ ଜାରି ରହିଥିଲା । ସକାଳୁ ନାଇଟ କର୍ଫ୍ୟୁ ହଟିବା ପରେ ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ