Masthead

ସିବିଏସଇ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଚଳିତ ବର୍ଷ ସିବିଏସଇ ୧୦ ଏବଂ ୧୨ ବୋର୍ଡ ପରୀକ୍ଷା ୪ ମଇ ୨୦୨୧ ରୁ ଆରମ୍ଭ ହେବାକୁ ଯାଉଛି ।। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖ୍ରିଆଲ୍ ନିଶାଙ୍କ ଘୋଷଣା କରିଛନ୍ତି। ସୂଚନାନୁଯାୟୀ, ଜୁନ ୧୦ ସୁଦ୍ଧା ପରୀକ୍ଷା ଶେଷ କରିବାକୁ ଯୋଜନା ରହିଛି। ପ୍ରାକ୍ଟିକାଲ୍ ପରୀକ୍ଷା ମାର୍ଚ୍ଚ ୧ ରୁ ଅନୁଷ୍ଠିତ ହେବ । ଜୁଲାଇ ୧୫ ସୁଦ୍ଧା ଫଳାଫଳ ପ୍ରକାଶ କରିବାକୁ ଯୋଜନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ