Masthead

ପ୍ରଦୀପ କୁମାର ଜେନା ନୂଆ ଉନ୍ନୟନ କମିସନର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରଦୀପ କୁମାର ଜେନା ନୂଆ ଉନ୍ନୟନ କମିସନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏସଆରସି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ଥିଲେ । ସୁରେଶ ମହାପାତ୍ର ରାଜ୍ୟର ମୁଖ୍ୟ ଶାସନ ସଚିବ ହେବା ପରେ ୧୯୮୯ ବ୍ୟାଚର ଆଇଏଏସ୍ ପ୍ରଦୀପ ଜେନାଙ୍କୁ ଉନ୍ନୟନ କମିସନର ଦାୟିତ୍ୱ ଦିଆଯାଇଛି । ଦକ୍ଷ ପ୍ରଶାସନିକ ଅଧିକାରୀ ଭାବେ ଲୋକାଭିମୁଖୀ କାର୍ଯ୍ୟ କରି ଅନେକ ସୁନାମ ଅର୍ଜନ କରିଛନ୍ତି । ଚଳିତ ବର୍ଷ କୋଭିଡ୍‌ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ତାଙ୍କର ଗୁରୁଦାୟିତ୍ବ ତୁଲାଇ ଆସୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି