Masthead

ଝାରସୁଗୁଡ଼ାରୁ ଉଡ଼ିବ ସ୍ପାଇସଜେଟ୍

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଚାଲିବ ବିମାନ । ଆସନ୍ତା ୧୨ ତାରିଖରୁ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆରମ୍ଭ ହେବ ମୁମ୍ବାଇ-ଝାରସୁଗୁଡା-ବେଙ୍ଗାଲୁରୁ ବିମାନ ସେବା । ଏଥିପାଇଁ ସ୍ପାଇସଜେଟ୍ ପକ୍ଷରୁ ସମୟ ତାଲିକା ପ୍ରକାଶ କରାଯାଇଛି । ସପ୍ତାହକୁ ୪ ଦିନ ଏହି ବିମାନ ସେବା ଉପଲବ୍ଧ ହେବ । ମଙ୍ଗଳବାର, ଗୁରୁବାର, ଶନିବାର ଓ ରବିବାର ଦିନ ଏହି ରୁଟରେ ବିମାନ ଉଡାଣ କରିବ । ଏହା ଦ୍ୱାରା ପଶ୍ଚିମ ଓଡିଶାର ଅର୍ଥନୀତି ଆହୁରି ବୃଦ୍ଧି ପାଇବା ସହ ଲୋକଙ୍କ ଆବଶ୍ୟକତା ପୂରଣ କରି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ