Masthead

କାଲିଠୁ ମା’ ସମଲେଶ୍ୱରୀଙ୍କ ଦର୍ଶନ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): କାଲିଠୁ ଖୋଲିବ ମା’ ସମଲେଶ୍ୱରୀଙ୍କ ମନ୍ଦିର । କୋଭିଡ ପାଇଁ ଦୀର୍ଘ ୯ ମାସ ଧରି ମନ୍ଦିର ବନ୍ଦ ଥିବାରୁ ମା’ଙ୍କ ଦର୍ଶନରୁ ବଞ୍ଚିତ ହେଉଥିଲେ ଭକ୍ତ । ତେବେ ଆସନ୍ତା କାଲି ମନ୍ଦିର ଖୋଲିବାକୁ ଜିଲ୍ଲା ପ୍ରଶାସନ ଓ ମନ୍ଦିର ଟ୍ରଷ୍ଟ ବୋର୍ଡ ସମସ୍ତ ପ୍ରସ୍ତୁତି ସାରିଛି । କୋଭିଡ କଟକଣା ସହ ଭକ୍ତମାନେ କରିପାରିବେ ଦର୍ଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା