Masthead

ମେ ୩ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମେ ୩ରୁ ମାଟ୍ରିକ ପରୀକ୍ଷା । କୋଭିଡ କଟକଣା ଯୋଗୁଁ ରାଜ୍ୟରେ ବନ୍ଦ ରହିଥିଲା ସମସ୍ତ ଶିକ୍ଷାନୁଷ୍ଠାନ । ଆସନ୍ତା ୮ ତାରିଖରୁ ଖୋଲିବ ସ୍କୁଲ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନେ ପଢିବାକୁ ଯିବେ । ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଆସନ୍ତା ୮ ତାରିଖରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟନ୍ତ ସ୍କୁଲ ଯିବେ । ସେହିପରି ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନେ ଆସନ୍ତା ୮ ତାରିଖରୁ ଏପ୍ରିଲ ୨୮ ତାରିଖ ପର୍ଯ୍ୟନ୍ତ ଶ୍ରେଣୀ ଗୃହରେ ପାଠ ପଢିବେ ।

ଦଶମ ଶ୍ରେଣୀ ପିଲାମାନଙ୍କ ପ୍ରାଟିକାଲ ପରୀକ୍ଷା ଏପ୍ରିଲ ୨୭ରୁ ମେ୨ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏପ୍ରଲ ୨୯ରୁ ମେ ୧୪ ତାରିଖ ପର୍ଯ୍ୟନ୍ତ ହେବ । ମ୍ୟାଟ୍ରିକ ପରୀକ୍ଷା ମେ ୩ରୁ ଆରମ୍ଭ ହୋଇ ମେ ୧୫ତାରିଖ ପର୍ଯ୍ୟନ୍ତ ଚାଲିବ । ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଆରମ୍ଭ ହୋଇ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତ୍ୟକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର ଓ ରବିବାରକୁ ମିଶାଇ ୧୦୦ଦିନ ପାଠ ପଢା ହେବ । ରାଜ୍ୟ ସରକାର ଜାରି କରିଥିବା ମାର୍ଗଦର୍ଶିକା ଅନୁଯାୟୀ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ଗୁଡିକ ଖୋଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି