Masthead

କରୋନା ନେଗେଟିଭ କରୁଛନ୍ତି ଦର୍ଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି ରାଜଧାନୀବାସୀ । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜଧାନୀବାସୀ ଦର୍ଶନ କରିବାର ସୁଯୋଗ ପାଇବେ । ଗତ ଦୁଇ ଦିନ ଧରି ମନ୍ଦିର ବନ୍ଦ ରହିଥିଲା । ନବବର୍ଷକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ଦର୍ଶନ ବନ୍ଦ କରାଯାଇଥିଲା ।

୩ ଦିନ ଧରି ମନ୍ଦିର ସେବାୟତଙ୍କ ପରିବାର ଦର୍ଶନ କରିବା ପରେ ଆଜି ରାଜଧାନୀବାସୀ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବାର ସୁଯୋଗ ପାଇବେ । ଏଥିପାଇଁ କୋଭିଡ଼ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି । ଶୃଙ୍ଖଳିତ ଦର୍ଶନ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?