କୋଭିଡର ପରାଜୟ ପକ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁୁରୋ): କରୋନା ଟିକା ନେଇ ଡିସିଜିଆଇର ବଡ଼ ଘୋଷଣା ।୨ କରୋନା ଟିକାକୁ ଡିସିଜିଆଇର ଗ୍ରୀନ୍ ସିଗନାଲ । କୋଭାକ୍ସିନ୍ ଓ କୋଭିସିଲ୍ଡ ଭ୍ୟାକସିନ ଟିକାକୁ ଅନୁମୋଦନ କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ଏନେଇ ଡିସିଜିଆଇ ଡାକ୍ତର ଭି.ଜି ସୋମାନି ସୂଚନା ଦେଇଛନ୍ତି । ଏହି ଟୀକାକୁ ୨ଟି ଡୋଜରେ ଦିଆଯିବ । ତେବେ ଜରୁରୀକାଳୀନ ପ୍ରୟୋଗ ପାଇଁ ଟିକାକୁ ଅନୁମତି ମିଳିଛି ।

କୋଭିସିଲ୍ଡ କୁ ଜାନୁଆରୀ ୧ରେ ଅନୁମୋଦନ ମିଳିଥିବା ବେଳେ କୋଭାକ୍ସିନକୁ ଗତ କାଲି ଅନୁମୋଦନ ମିଳିଥିଲା । ଏହି ସଫଳତା ପାଇଁ ବୈଜ୍ଞାନିକ ଓ ଉଦ୍ଭାବକଙ୍କୁୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଦେବା ସହ ଭାରତକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅଭିନନ୍ଦନ ଜଣାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ