Masthead

ଖେଳ ପାଲଟିଲା ମରଣ ଯନ୍ତା

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଖେଳ ପାଲଟିଲା ହତ୍ୟାର କାରଣ । ତାସ ଖେଳରୁ ବିଭତ୍ସ ହତ୍ୟା । ଏଭଳି ଚାଞ୍ଚଲ୍ୟକାର ଘଟଣା ଭଦ୍ରକ ଜିଲ୍ଲାରେ ଦେଖବାକୁ ମିଳିଛି । ମୃତକ ଜଣକ ହେଲେ ଦୋଳସାହି ଅଞ୍ଚଳର ରବିନ୍ଦ୍ର ଖୁଣ୍ଟିଆ । ସୂଚନାନୁଯାୟୀ , ତିହିଡି ଥାନା ଅନ୍ତର୍ଗତ ଦୋଳସାହିରେ ରବିନ୍ଦ୍ର ତାସ ଖେଳୁଥିବା ସମୟରେ ଅଭିଯୁକ୍ତ ନାବାଳକଙ୍କ ସହ ଯୁକ୍ତିତର୍କ ଆରମ୍ଭ ହୋଇଥିଲା । ପରେ ନାବାଳକ ଜଣକ ରାଗିଯାଇ ପାଖରେ ଥିବା ଶିଳପୁଆ ରବିନ୍ଦଙ୍କ ଉପରକୁ ପକାଇଥିଲା । ଘଟଣାସ୍ଥଳରେ ରବିନ୍ଦ୍ରଙ୍କର ମୃତ୍ୟୁ ହୋଇଥିଲା ।

ପାରିବାରିକ କଳହକୁ କେନ୍ଦ୍ର କରି ଏଭଳି ହୋଇଥିବାର ଅଭିଯୋଗ ଆସୁଛି । ତେବେ ଅଭିଯୁକ୍ତ ଫେରାର ହୋଇଥିବା ବେଳେ ତିହିଡି ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ