ନିଲମ୍ବନ ଆଦେଶ ପ୍ରତ୍ୟାହୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଚନ ପଟ୍ଟନାୟକ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଂଗ୍ରେସ ନେତୃବୁନ୍ଦ ଡଃ ତିରୁପତି ପାଣିଗ୍ରାହୀ , ଏସ.ଗଜପତି ରାଓ , ବି.ବାଲରାଜୁ, ଟି.ନାଗେଶ୍ୱର ରାଓ, ଡି.ଭି.ରାଜୁ, ଏମ କ୍ରିଷ୍ଣା ରାଓ, ଏସ.ବାଲରାଜୁ, ଏସ.ଜୟମୋହନ ରାଓ, କ୍ରିଷ୍ଣା କୁମାର ବେହେରା ଓ କାଶିନଗର ବ୍ଲକର ନେତୃବୁନ୍ଦ

ଜି.ତିରୁପତି ରାଓ, ଅଖିଳ କୁମାର ପାତ୍ର, କେ.ସି.ଏଚ. ଡୋରା, ଏନ ଜିବରତ୍ନ , କେ.ରାମାରାଓଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିଛନ୍ତି । ଏନେଇ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପକ୍ଷରୁ  ସୂଚନା ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’