Masthead

ଏମିତ ବି ଆସେ ମୃତ୍ୟୁ..

ଶବଦାହ କରିବାକୁ ଯାଇ ଶବ ପାଲଟିଗଲେ ୧୯ ଜଣ

ଉତ୍ତରପ୍ରଦେଶ/ଗାଜିଆବାଦ(ବଡ଼ ଖବର): ଶବଦାହ କରିବାକୁ ଯାଇ ନିଜେ ହୋଇଗଲେ ଶବ । ଉତ୍ତରପ୍ରଦେଶ ନିକଟସ୍ଥ ଗାଜିଆବାଦରୁ ଆସିଛି ଏଭଳି ହୃଦୟ ବିଦାରକ ଘଟଣା । ଶ୍ମଶାନ ଛାତ ଭୁଷୁଡିବାରୁ ୧୯ଜଣଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ନେଇ ଆଶଙ୍କା କରାଯାଉଛି । ୨୦ରୁ ଉଦ୍ଧ୍ୱର୍ଲୋକ ଗୁରୁତର ଆହତଙ୍କୁ କରାଯାଇଛି ଉଦ୍ଧାର  । ଭଙ୍ଗାଛାତ ତଳେ ଚାପି ହୋଇ ରହିଛନ୍ତି ଲୋକ । ପୋଲିସ, ଅଗ୍ନିଶମ କର୍ମଚାରୀ ଓ ଓଡ୍ରାଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’