Masthead

କ୍ରିକେଟରଙ୍କ ବିରୋଧରେ ତଦନ୍ତ

ନୂଆଦିଲ୍ଲୀ (ବଡ଼ ଖବର ): ଟିମ୍ ଇଣ୍ଡିଆ ପାଇଁ ବଢ଼ିଲା ଅଡୁଆ । ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ପୂର୍ବରୁ ଭାରତକୁ ମିଳିଛି ଏକ ଖରାପ ଖବର । କୋଭିଡ-୧୯ ନିୟମ ଭାଙ୍ଗି ଅଡୁଆରେ ୫ ଭାରତୀୟ ଖେଳାଳି । ରୋହିତଙ୍କ ସମେତ ୫  ଅମାନିଆ ଖେଳାଳିଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ । ଭାରତର ୫ ଜଣ କ୍ରିକେଟର ରୋହିତ ଶର୍ମା, ଶୁଭମନ ଗିଲ୍, ନବଦୀପ ସାଇନ, ଋଷଭ ପନ୍ତ ଓ ପୃଥ୍ୱୀ ଶଙ୍କୁ ଏକ ରେଷ୍ଟୁରାଂଟ ଭିତରେ ଦେଖିବା ପରେ କ୍ରିକେଟ ଅଷ୍ଟ୍ରେଲିଆ ଓ ବିସିସିଆଇ ଆରମ୍ଭ କରିଛି ତଦନ୍ତ । ନିଆଯାଇପାରେ ଶୃଙ୍ଖଳାଗତ କାର୍ଯ୍ୟାନୁଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି