Masthead

କୁହୁଡ଼ି କରିବ କଲବଲ

ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ୧୧ଟି ଜିଳ୍ଲାରେ ଘନ କୁହୂଡ଼ି ହେବ । ଏ ନେଇ ଅନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳ ଓ ଜିଲ୍ଲା ଏସପିଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଧେଶ ଦେଇଛନ୍ତି । ଜାନୁଆରୀ ୪ ତାରିଖରେ ଅନୁଗୁଳ, ବୌଦ୍ଧ, ସୋନପୁର, ଜଗତସିଂହପୁର, କନ୍ଧମାଳ ଓ ଭଦ୍ରକରେ ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା । ଆସନ୍ତାକାଲି ଠାରୁ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କନ୍ଧମାଳ ଓ ଜଗତସିଂହପୁରରେ ଘଡ଼ କୁହୁଡ଼ି ଜାରି ରହିବ । ଆସନ୍ତା ୬ ତାରିଖରେ ଭଦ୍ରକ, ଯାଜଜପୁର, କେନ୍ଦ୍ରାପଡ଼ା , କଟକ, କନ୍ଧମାଳ, ଜଗତସିଂହପୁର ଓ ନୟାଗଡ଼ରେ କୁହୁଡ଼ି ହେବାର ସମ୍ଭାବନା ରହିଛି । ରାଜ୍ୟରେ କୁହୁଡ଼ିର ମାତ୍ରା ଅଧିକ ଥିବାରୁ ରାସ୍ତାରେ ଯାତାୟତ ଅନେକ ମାତ୍ରାରେ ବାଧାପ୍ରାପ୍ତ ହେଉଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ