Masthead

ଓଡ଼ିଶା ହାଇକୋର୍ଟର ନୂୂଆ ମୁଖ୍ୟ ବିଚାରପତି: ଡକ୍ଟର ଜଷ୍ଟିସ ଏସ. ମୁରଲୀଧର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଏ ସମ୍ପର୍କରେ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଆଜି ରାଜଭବନ ଅଭିଷେକ ହଲ୍ରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହା ପୂର୍ବରୁ ଏସ୍ ମୁରଲୀଧର ପଞ୍ଜାବ ଓ ହରିୟାନା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଥିଲେ ।

ଡିସେମ୍ବର ୧୪ ତାରିଖରେ ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସୁପ୍ରିମକୋର୍ଟ କଲେଜିୟମ୍ ସୁପାରିଶ କରିଥିଲେ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ମହମ୍ମଦ ରଫିକଙ୍କୁ ମଧ୍ୟ ପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତିଭାବେ ବଦଳି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ