Masthead

ଭୂସ୍ୱର୍ଗରେ ବରଫ ବର୍ଷା

ଜାମ୍ମୁ କାଶ୍ମୀର(ବଡ଼ ଖବର ବ୍ୟୁରୋ): ଧଳା ଚାଦରରେ ଘୋଡେଇ ହୋଇଛି ଧରା । ଯେଉଁଆଡେ ଦେଖିବେ ସବୁଠି ବରଫର ଆସ୍ତରଣ । ସ୍ନୋ ଫଲ୍ ଯୋଗୁଁ ଭୂସ୍ୱର୍ଗ କାଶ୍ମୀରରେ ଦେଖିବାକୁ ମିଳିଛି ଏହି ମନୋରମ ଦୃଶ୍ୟ । ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ଅଞ୍ଚଳରେ ଜାରି ରହିଛି ବରଫପାତ । ଗଛ ଓ ପାହାଡ ସବୁ ବରଫ ଆସ୍ତରଣରେ ଢାଙ୍କି ହୋଇଛି । ସ୍ଥାନୀୟ ବାସିନ୍ଦା ଓ ପର୍ଯ୍ୟଟକମାନେ ଏଭଳି ପରିବେଶର ବେଶ୍ ମଜା ନେଉଛନ୍ତି । ବରଫରେ ଖେଳକୁଦ ସାଙ୍ଗକୁ ମସ୍ତି କରୁଛନ୍ତି ପର୍ଯ୍ୟଟକ ।

ତେବେ ବରଫ ଯୋଗୁଁ ଟ୍ରାଫିକ୍ ସମସ୍ୟା ଉପୁଜୁଥିବା ମଧ୍ୟ ଦେଖିବାକୁ ମିଳିଛି । ଜାମ୍ମୁ ଓ ଶ୍ରୀନଗର ଜାତୀୟ ରାଜପଥରେ ତୁଷାରପାତ ଯୋଗୁଁ ବାଧାପ୍ରାପ୍ତ ହୋଇଛି ଗାଡି ଚଳାଚଳ । ସ୍ଥିତି ସ୍ୱାଭାବିକ କରିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ରାସ୍ତାରୁ ବରଫ ହଟାଇବା କାମ ମଧ୍ୟ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ