Masthead

ଆସନ୍ତା ୮ରେ ଅଷ୍ଟମ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ(ବଡ଼ ଖବର): କୃଷି ବିଲ ସମ୍ପର୍କରେ କୃଷକ ଓ କେନ୍ଦ୍ର ସରକାରଙ୍କ ସପ୍ତମ ରାଉଣ୍ଡ ଆଲୋଚନା ଶେଷ ହୋଇଛି । ଏଥର ମଧ୍ୟ ଆଲୋଚନାରୁ କିଛି ନିସ୍କର୍ଷ ବାହାରି ପାରିନି । କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକମାନେ ପୂର୍ବଭଳି ନିଜ ଜିଦରେ ଅଟଳ ରହିଥିବାବେଳେ ସରକାର ମଧ୍ୟ ସେମିତି ବିଲ ପ୍ରତ୍ୟାହାର ନହୋଇ ସେଥିରେ କଣ ସଂଶୋଧନ ହୋଇପାରିବ ସେନେଇ ଆହ୍ୱାନ ଦେଉଛନ୍ତି । ଉଭୟ ଉଭୟଙ୍କ ଜିଦରେ ଅଟଳ । ଯାହାଫଳରେ ଆଲୋଚନାର କିଛି ନିସ୍କର୍ଷ ନ ବାହାରିପାରି ଆସନ୍ତା ୮କୁ ପରବତ୍ତୀ ଆଲୋଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା