Masthead

ପୁଣି ବ୍ରିଟେନରେ ଲକଡାଉନ

ଦିନକରେ ୫୫ହଜାର ନୂଆ ମାମଲା ଚିହ୍ନଟ ହେବା ପରେ ବ୍ରିଟ୍ରେନରେ ପୁଣି ଲକଡାଉନ ଘୋଷଣା କରାଯାଇଛି । ଫେବୃଆରୀ ଯାଏଁ ରହିପାରେ ପ୍ରତିବନ୍ଧକ । ବ୍ରିଟେନରେ ନୂଆ କୋଭିଡ ଷ୍ଟ୍ରେନର ବ୍ୟାପକ ସଂକ୍ରମଣ କାରଣରୁ ଆହୁରି କଠୋର ହୋଇଛି କଟକଣା । ଲଣ୍ଡନରେ କରୋନା କଟକଣାକୁ ଆହୁରି କଡାକଡି କରିବା ଲାଗି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ । ଲଣ୍ଡନକୁ ଲକଡାଉନ ଘୋଷଣା କରାଯାଇଛି । ୫୫ହଜାର ମାମଲା ସାମ୍ନାକୁ ଆସିବା ପରେ ଚଳିତ ମାସରେ ମାଧ୍ୟମିକ ଶିକ୍ଷାନୁଷ୍ଠାନଗୁଡିକ ଖୋଲିବ ନାହିଁ ବୋଲି ବ୍ରିଟେନ ପ୍ରଧାନମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । କରୋନାର ନୂଆ ଷ୍ଟ୍ରେନ୍ ୭୦ ପ୍ରତିଶତ ପର୍ଯ୍ୟନ୍ତ ଦୃତ ଗତିରେ ସଂକ୍ରମିତ ହେଉଛି । ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ସହ ହୋଟେଲ, ରେଷ୍ଟୁରାଣ୍ଟ, ବାର ଓ ପବ୍ ଭଳି ଜନଗହଳି ହେଉଥିବା ସ୍ଥାନଗୁଡିକ ଖୋଲିବା ଉପରେ ପ୍ରତିବନ୍ଧକ ଲଗାଯାଇଛି । ଆଗକୁ ଆହୁରି କଠିନ ସପ୍ତାହ ଆସିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା