Masthead

କଣ’ ରହିଛି ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୮୨୦ ଟଙ୍କା ରହିଛି।ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୫୦,୮୨୦ ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୫୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୫୧,୮୫୦ ଟଙ୍କା ରହିଛି । ଅନ୍ୟପଟେ ରୂପା ଦର କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢିଛି । ସେହିପରି ଆଜି ରୁପା ଦର ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ