Masthead

ଅଧିକ ପିଲା ହେଲେ ଅଧିକ ସେକସନ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସ୍କୁଲ ଖୋଲିବା ନେଇ ଆଜି ପୁଣି ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୦ ପ୍ରତିଶତ ସିଲାବସରେ ପାଠପଢିବେ ଛାତ୍ର ଛାତ୍ରୀ । ଗୋଟିଏ ସେକସନରେ ୨୦ ରୁ ୨୫ ପିଲା ରହିବେ । ଅଧିକ ପିଲା ହେଲେ ଅଧିକ ସେକ୍ସସନ କରାଯିବ । ୧୦୦ ଦିନର ପାଠପଢା ଆବଶ୍ୟକତା ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ରବିବାର ଦିନ ମଧ୍ୟ ଖୋଲା ରହିବ ସ୍କୁଲ । ସାନିଟାଇଜ ଓ ପିଲାଙ୍କ ସ୍ୱାସ୍ଥ୍ୟକୁ ପ୍ରାଧାନ୍ୟ ଦିଆଯାଉଛି । ପିଲାଙ୍କ କୋଭିଡ୍ ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ନିଆଯାଇନାହିଁ । ସ୍ୱାସ୍ଥ୍ୟ ବିଭାଗ କହିଲେ କୋଭିଡ୍ ଟେଷ୍ଟ କରାଯିବ । ଶିକ୍ଷକ ଆବଶ୍ୟକତା ଥିଲେ ପୂରଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସିଲାବସ୍ ୩୦ ପ୍ରତିଶତ କମାଯାଇଛି । ଆଉ କମାଯିବ ନାହିଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ