Masthead

ଟିଟିଲାଗଡ଼ରେ ମାହାଙ୍ଗା ତାତି

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲା ଟିଟିଲାଗଡରେ ମାହାଙ୍ଗା ତାତି । ମାହାଙ୍ଗା ବ୍ଲକର ପୂର୍ବତନ ଅଧକ୍ଷ୍ୟ ତଥା ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଜଘନ୍ୟ ଭାବରେ ହତ୍ୟା କରାଯିବା ଘଟଣାକୁ ଟିଟିଲାଗଡ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ପକ୍ଷରୁ ତୀବ୍ର ନିନ୍ଦା କରିବା ସହ ଟିଟିଲାଗଡ ଥାନା ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏହି ମାମଲାରେ ସଂପୃକ୍ତ ଥିବା ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ବହିଷ୍କାର ତଥା ସମ୍ପୂର୍କ୍ତ ଥିବା ବ୍ୟକ୍ତି ମାନଙ୍କୁ ଗିରଫ କରି କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଦାବି କରା ଯାଇଛି। ସ୍ଥାନୀୟ ବିଜେପି ଯୁବନେତା ନୃସିଂ ସିଂଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ମନ୍ତ୍ରୀଙ୍କ କୁଶପୁତଳିକା ଦାହ କରାଯାଇଥିଲା। ବିକ୍ଷୋଭ ସଭାରେ ଅନ୍ୟମାନଙ୍କ ମଧ୍ୟରେ ପବିତ୍ର ସାହୁ,ପ୍ରତୀକ ମହାପାତ୍ର, ପ୍ରଶାନ୍ତ ଷଡଙ୍ଗୀ, ଅଶୋକ ଭୋଇ, ରାଜୁ ଅଗ୍ରୱାଲ, ଶରତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ