Masthead

ପୋଲିସ ବାବୁଙ୍କୁ ତୀରମାଡ଼

ରାଉରକେଲା (ବଡ଼ ଖବର ବ୍ୟୁରୋ): ମଦ ବେପାରୀଙ୍କୁ ଧରିବା ଲାଗି ଯାଉଥିବା ବେଳେ ତୀରମାଡ଼ର ଶିକାର ହେଲେ ସୁନ୍ଦରଗଡ଼ ଜିଲ୍ଲା ଟେନସା ଥାନା ଅଧିକାରୀ ଅଶୋକ ମୁାର ବେହେରା । ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତି କରାଯାଇଛି । ଟେନସା ଜିରୋ ପଏଂଟ ଅଞ୍ଚଳର ଆଲାମ ଗ୍ୟାରେଜ ନିକଟରେ ଥିବା ବସ୍ତିରେ ଚୋରା ମଦ କାରବାର ହେଉଥିଲା । ଖବର ପାଇ ଚଢ଼ାଉ କରିବା ଲାଗି ଯାଇଥିବା ବେଳେ ଦୁବୃତ୍ମାନେ ତାଙ୍କ ଉପରକୁ ତୀରମାଡ଼ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା