Masthead

ପଶୁପ୍ରେମୀଙ୍କ ଲାଗି ଦୁଃଖ ଖବର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶୁପ୍ରେମୀଙ୍କ ଲାଗି ଦୁଃଖ ଖବର । ନନ୍ଦନକାନନରୁ ଆସିଛି ଦୁଃଖ ଖବର । ନନ୍ଦନକାନନରେ ଥିବା ଧଳା କୃଷ୍ଣସାର ମୃଗ ଓ ମହାବଳ ବାଘୁଣୀ ଆନିନିର ମୃତ୍ୟୁ ହୋଇଛି । ପ୍ରାଣୀ ଉଦ୍ୟାନରେ ରହିଥିବା ଏକମାତ୍ର କୃଷ୍ଣସାର ମୃଗର ମୃତ୍ୟୁ ହେବା ପରେ ବଂଶ ଲୋପ ପାଇଯାଇଛି । ସେପଟେ ପର୍ଯ୍ୟଟକଙ୍କ ମନ ମୋହୁଥିବା ବାଘୁଣୀ ଆନିନିର ମୃତ୍ୟୁ ମଧ୍ୟ ପଶୁପ୍ରେମୀଙ୍କ ମନରେ ଗଭିର ଦୁଃଖ ଦେଇଛି । ଆଜି ଏନେଇ ସୂଚନା ଦେଇଛନ୍ତି ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ଆଚାର୍ଯ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼