Masthead

ଜର୍ମାନୀକୁ ଫେରିଲା ଲକ୍ଡ଼ାଉନ

ଜର୍ମାନୀ : ଜର୍ମାନୀରେ ଜାନୁଆରୀ ୩୧ ଯାଏଁ ଲକଡ଼ାଉନ ଘୋଷଣା କରାଯାଇଛି । କରୋନା ସଂକ୍ରମଣ ବଢୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ଜର୍ମାନୀର ୧୬ଟି ସଂଙ୍ଗୀୟ ରାଜ୍ୟର ମୁଖ୍ୟଙ୍କ ସହ ଆଲୋଚନା ପରେ କରେନା ସଂକ୍ରମଣକୁ ରୋକିବା ପାଇଁ ଏହି ଲକଡ଼ାଉନ ଘୋଷଣା କରାଯାଇଛି । ସ୍କୁଲ, କଲେଜ, ଦୋକାନ ଓ ରେଷ୍ଟୁରାଣ୍ଟ ସବୁ ବନ୍ଦ ରହିବ । ଅନ୍ୟପକ୍ଷେ ଜରୁରୀ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଜଣେ ବ୍ୟକ୍ତି ସର୍ବସାଧାରଣ ସ୍ଥାନରେ କେବଳ ଜଣେ ବ୍ୟକ୍ତିକୁ ହିଁ ଦେଖାକରିପାରିବ । ଏହାପୂର୍ବରୁ ୫ଜଣଙ୍କୁ ଦେଖାକରିବାର ଅନୁମତି ଥିଲା । କରୋନାର ନୂଆ ଷ୍ଟ୍ରେନ ଦୃତ ଗତିରେ ବ୍ୟାପୁଥିବାରୁ ବ୍ରିଟେନ ପରେ ଜର୍ମାନୀରେ ଏପରି ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ