Masthead

ରାଜ୍ୟରେ ବାର୍ଡ ଫ୍ଲୁର ଭୟ ନାହିଁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଶର ୫ଟି ରାଜ୍ୟରେ ବାର୍ଡ ଫ୍ଲୁ ସଂକ୍ରମଣ ଦେଖାଦେଇଛି । କରୋନା ସହିତ ଅନେକ ରାଜ୍ୟରେ ବାଡଫ୍ଲୁକୁ ନେଇ ଭୟର ବାତାବରଣ ଦେଖାଦେଲାଣି। । ଗତ କିଛି ଦିନ ମଧ୍ୟରେ ଏହି ଫ୍ଲୁ କାରଣରୁ ହଜାର ହଜାର ସଂଖ୍ୟାରେ ପକ୍ଷୀ ମଡକ ହୋଇଛି। ମଧ୍ୟପ୍ରଦେଶ ଭଳି ପରିସ୍ଥିତକୁ ଦୃଷ୍ଟିରେ ରଖି ଦକ୍ଷୀଣ ଭାରତରୁ କୁକୁଡ଼ା ମାଂସ ଆମଦାନିରେ ରୋକ୍ ଲଗାଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ୧୧ ହଜାରରୁ ଅଧିକ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା । କିନ୍ତୁ ସେଥିରୁ ଗୋଟିଏବି ପଜିଟିଭ ସାମ୍ନାକୁ ଆସିନି । ସେହେତୁ ରାଜ୍ୟରେ ବାର୍ଡ ଫ୍ଲୁ ର ଭୟ ନାହିଁ । ବାର୍ଡ ଫ୍ଲୁ ସତର୍କତା ରିଭ୍ୟୁ ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।

ତେବେ ଜିଲ୍ଲାପାଳଙ୍କୁ ରାପିଡ ରେସପନ୍ସ ଟିମ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ରାଜ୍ୟ ଓ ଜିଲ୍ଲା ସ୍ତରୀୟ ଟିମ୍ ଗଠନ ପାଇଁ ନିର୍ଦ୍ଦେଶ ରହିଛି । ଅନ୍ୟ ରାଜ୍ୟରେ ବାର୍ଡ ଫ୍ଲୁ ଭୟ ବଢୁଥିବାବେଳେ ଏହାକୁ ନେଇ ଆଗୁଆ ସତର୍ତକା ଅବଲମ୍ବର କରିଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ