Masthead

ଦାଦା ଏବେ ସମ୍ପୂର୍ଣ୍ଣ ଫିଟ

କୋଲକାତା(ବଡ଼ ଖବର): ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ଦାଦା । ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଆଜି ଉଡଲାଣ୍ଡସ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ସୌରଭ ଗାଙ୍ଗୁଲି ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ଏହି ସୂଚନା ଦେଇଛନ୍ତି ଉଡଲ୍ୟାଣ୍ଡସ ହସ୍ପଟାଲର ସିଇଓ । ଗାଙ୍ଗୁଲିଙ୍କୁ ପ୍ରଥମେ ବୁଧବାର ଡାକ୍ତରଖାନାରୁ ଡିସଚାର୍ଜ କରାଯିବ ବୋଲି କୁହାଯାଉଥିଲା କିନ୍ତୁ ଡାକ୍ତାରଙ୍କ ପରାମର୍ଶ କ୍ରମେ ଗାଙ୍ଗୁଲିଙ୍କୁ ଆଜି ଡିସଚାର୍ଜ କରାଯାଇଛି । ସାମାନ୍ୟ ହୃଦଘାତ ପରେ ତାଙ୍କୁ ଶନିବାର କୋଲକାତାର ଉଡଲ୍ୟାଣ୍ଡସ ହସ୍ପିଟାଲରେ ଭର୍ତି କରାଯାଇଥିଲା । ଶନିବାର ଗାଙ୍ଗୁଲିଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଇଥିଲା । ଗାଙ୍ଗୁଲି ପୂର୍ବ ଅପେକ୍ଷା ଭଲ ଅଛନ୍ତି ବୋଲି କହିଛନ୍ତି ଉଡଲ୍ୟାଣ୍ଡସ ଡାକ୍ତରଖାନାର ସିିଇଓ । ହୃଦରୋଗ ବିଶେଷଜ୍ଞ ଡାକ୍ତର ଦେବୀ ଶେଟ୍ଟୀ ମଙ୍ଗଳବାର କହିଥିଲେ କି ଗାଙ୍ଗୁଲି ଏବେ ସମ୍ପୂର୍ଣ୍ଣ ଫିଟ ଅଛନ୍ତି । ତାଙ୍କୁ ଏବେ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇପାରିବ । ସେ ଆହୁରି ମଧ୍ୟ କହିଛନ୍ତି କି ଏହ ଏକ ବଡ଼ ହୃଦଘାତ ନୁହେଁ । ଭବିଷ୍ୟତରେ ତାଙ୍କ ଜୀବନରେ କୌଣସି ପ୍ରଭାବ ପକାଇବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼