Masthead

ସାବଧାନ ବାଘ ମାତିଛି

ନୂଆପଡ଼ା(ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଜିଲ୍ଲା କୋମନା ବ୍ଲକର ଭରୁଅମୁଣ୍ଡା ଗାଁ ବିରସିଂପଡ଼ାରେ ବାଘ ମାତିବା ଖବର ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇଦେଇଛି । ଯୋଉଥି ପାଇଁକି ଗ୍ରାମବାସୀ ଭୟଭୀତ ହୋଇଯାଇଛନ୍ତି । ବୁଧବାର ରାତିରେ ବାଘ ଗାଁରୁ ୩ ଜଣଙ୍କର ଛେଳି,ବଳଦ ଓ ବାଛୁରୀକୁ ମାରି ଖାଇଥିବା ସୂଚନା ରହିଛି।

ସୂଚନା ଅନୁଯାୟୀ, ବିରସିଂପଡ଼ା ଗ୍ରାମର ନବୀନ ମାଝିଙ୍କ ଛେଳି ଓ ମେଣ୍ଢା,ବନବାସୀ ମାଝୀଙ୍କ ବଳଦ ଏବଂ ଡ଼ୋରାମଣୀ ମାଝିଙ୍କ ବାଛୁରୀକୁ ବାଘ ମାରି ଖାଇଯାଇଛି । ଖବର ପ୍ରଚାର ପରେ ବନ ବିଭାଗର ଏକ ଟିମ୍ ଗାଁରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି । ବାରମ୍ବାର ଏମିତି ବାଘ ଜନବସତୀ ଆଡକୁ ମୁହାଁଉଛି । ପୂର୍ବରୁ ହଳଦୀପଡା ଗାମରେ ଚିତା ବାଘ ରାତି ଅଧରେ ଘରେ ପଶି ଶୋଇଥିବା ଅବସ୍ଥାରେ ଛୋଟ ଶିଶୁକୁ ଟେକିନେଇ ମାରିଦେଇଥିବା ଖବର ଅଞ୍ଚଳବାସୀ ଏବେବି ଭୁଲି ନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ