ଖୁସି ଖବର : ଚିକିତ୍ସା ପାଇବ ଅଭିଜିତ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ବଡ଼ ଖବରର ପ୍ରଭାବ । ଅଭିଜିତଙ୍କ ପାଖରେ ପହଞ୍ଚିଲା ଡ଼ାକ୍ତରୀ ଟିମ । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ । ଅଭୟ ମହାଲିକଙ୍କ ପୁଅ ଅଭିଜିତର ଅସ୍ୱଭାବିକ ଭାବେ ହାତରେ ମାଂସ ବଢିବା ସହିତ ପେଟରେ ଟ୍ୟୁମର ହୋଇଥିଲା । ନିଜର ସର୍ବସ୍ୱ ଖର୍ଚ୍ଚ କରି ଭଲ ନହେବା ପରେ ବଡ଼ ଖବର ସହିତ ଯୋଗାଯୋଗ କରିଥିଲେ । ବଡ଼ ଖବରରେ ନ୍ୟୁଜ ପ୍ରସାରଣ ପରେ ଭଦ୍ରକ ଜିଲ୍ଲାପାଳ ଅଭିଜିତଙ୍କ ସ୍ୱାସ୍ଥ୍ୟବସ୍ଥା ଦେଖିବା ପାଇଁ ଡ଼ାକ୍ତରୀ ଟିମକୁ ଧରି ପହଞ୍ଚିଥିଲେ । ସରକାରଙ୍କ ସହାୟତା ମିଳିଲେ ପୁଅ ଭଲ ହୋଇପାରନ୍ତା ବୋଲି କହିଛନ୍ତି ଅଭିଜିତଙ୍କ ବାପା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ