Masthead

ପରଲୋକରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

ଗୁଜୁରାଟ: ପରଲୋକରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମାଧବ ସିଂ ସୋଲାଙ୍କିଙ୍କ । ୯୪ ବର୍ଷ ବୟସ ଆଖିବୁଜିଲେ ମାଧବ ସିଂ । ସେ ବୈଦେଶିକ ମନ୍ତ୍ରୀ ଭାବେ ମଧ୍ୟ ଦେଶ ପାଇଁ କାମ କରିଛନ୍ତି । ୧୯୮୦ରେ ସୋଲାଙ୍କି ଗୁଜୁରାଟର ମୁଖ୍ୟମନ୍ତ୍ରୀ ହୋଇଥିଲେ । ସେ ରାଜନେତା ସହ ଜଣେ ଆଇନଜୀବୀ ମଧ୍ୟ ଥିଲେ । ୧୯୮୦ ପୂର୍ବରୁ ୧୯୭୬ରେ ମଧ୍ୟ ସୋଲାଙ୍କି ଅଳ୍ପ ସମୟ ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ । ତେବେ ୧୯୮୫ରେ ସେ ଇସ୍ତଫା ଦେଇଥିଲେ । ପରେ ୧୮୨ ଟି ଆସନରୁ ୧୪୯ଟି ଆସନ ବିଜୟୀ ହୋଇ କ୍ଷମତାକୁ ଫେରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ