Masthead

ଆଠଗଡ଼କୁ ଫେରିଲା କରୋନା: ଖଣ୍ଡୁଆଳିକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଆଠଗଡ଼(ବଡ଼ ଖବର ବ୍ୟୁରୋ): କଟକ ଆଠଗଡ଼କୁ ଫେରିଲା କରୋନା । ଆଠଗଡ ବ୍ଲକ ଖଣ୍ଡୁଆଳି ଗାଁରେ ୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିପାଇଁ ଖଣ୍ଡୁଆଳ ଗାଁକୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ସମସ୍ତ ୧୬ଜଣଙ୍କୁ ହୋମ ଆଇସୋଲେସନରେ ରଖାଯାଇଛି । ତେବେ ଏମାନଙ୍କ କଣ୍ଟକ୍ଟ ଟ୍ରେସିଂ ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କର ଟେଷ୍ଟିଂ କରାଯିବା ନେଇ ପ୍ରଶାସନ ସୂଚନା ଦେଇଛି।

ସୂଚନାନୁଯାୟୀ, ଏହି ଗାଁରେ ୭୦୦ରୁ ଅଧିକ ଲୋକ ରହୁଥିବା ବେଳେ ୧୫୦ଜଣଙ୍କର ଟେଷ୍ଟିଂ ହୋଇଥିଲା। ଟେଷ୍ଟିଂ ପରେ ୧୬ଜଣ ପଜିଟିଭ ବାହାରିଥିବା ବେଳେ ଅନ୍ୟମାନଙ୍କର ରିପୋର୍ଟ ବାହାରିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ