Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୪ ଟଙ୍କା ୮୬ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୦୪ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି