Masthead

ବେଗୁନିଆରେ ବାର୍ଡଫ୍ଲୁ ଗୁଜବ

ବେଗୁନିଆ(ବଡ଼ ଖବର ବ୍ୟୁରୋ): ବେଗୁନିଆ ବ୍ଲକ ଗୋବିନ୍ଦପୁର ଗାଁର କୁକୁଡା ଫାର୍ମରେ ଶହ ଶହ କୁକୁଡାଙ୍କର ମୃତ୍ୟୁ ହୋଇଛି । ବାର୍ଡଫ୍ଲୁ ପାଇଁ ମୁତ୍ୟୁ ହୋଇଥିବା ଗୁଜବ ସୃଷ୍ଟି ହୋଇଛି । ଏନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି । ବାର୍ଡଫ୍ଲୁ ଗୁଜବ ଶୁଣି ଲୋକେ କୁକୁଡା ମାସଂ ଖାଇବା ବନ୍ଦ କରିଦେଇଛନ୍ତି । କୁକୁଡା ବ୍ୟବସାୟ ଏବେ ଠପ ହୋଇଛି । ଚିନ୍ତାରେ କୁକୁଡା ବ୍ୟବସାୟୀ । କିନ୍ତୁ ଏନେଇ କୁକୁଡା ଫାର୍ମ ମାଲିକ ମନ୍ତବ୍ୟ ରଖିଛନ୍ତି । ଖାଦ୍ୟ ଅଭାବରୁ କୁକୁଡାଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି । ବେଗୁନିଆ ବ୍ଲକ ଅତିରିକ୍ତ ପ୍ରାଣୀ ଚିକିତ୍ସକଙ୍କ କହିବା ଅନ୍ୟୁାୟୀ ମରିଥିବା କୁକୁଡାଙ୍କ ସାମ୍ପୁଲ ଟେଷ୍ଟ ପାଇଁ ଲ୍ୟାବ ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା