Masthead

ପୁଣି ଫେରିବ ଶୀତ

ଭୁବନେଶ୍ୱର:  ଆସନ୍ତା ୧୨ରୁ ପୁଣି ଫେରିବ ଶୀତ । ରାଜ୍ୟରେ ଗତ କିଛି ଦିନ ହେବ ରାତ୍ରିର ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ଥଣ୍ଡାର ତାପମାତ୍ରା ମଧ୍ୟ କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ସବୁଠୁ କମ୍ ଦାରିଙ୍ଗବାଡିରେ ୧୧ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି । ସେହିପରି କୋରାପୁଟରେ ୧୧.୨ ଏବଂ ଫୁଲବାଣୀରେ ୧୧.୫ ଡ଼ିଗ୍ରୀ ରହିଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରାର କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨ ଦିନ ଧରି ରାଜ୍ୟରେ ଘନ କୁହୁଡ଼ି ଅନୁଭୂତ ହେବ । ଆସନ୍ତା ୧୨ ତାରିଖରୁ ତାପମାତ୍ରା ହ୍ରାସ ପାଇବା ସହିତ ଶୀତ ବୃଦ୍ଧି ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର