Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୪ ଟଙ୍କା ୬୮ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୦୪ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା