Masthead

ଦିନିକିଆ ଗସ୍ତରେ ପୋଲିସ ଡିଜି

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସି ଡିଜିପି ଉଭୟ ବ୍ରହ୍ମପୁର ଏବଂ ଗଞ୍ଜାମ ପୋଲିସ ଜିଲ୍ଲାର ଆଇନଶୃଙ୍ଖଳାର ସମୀକ୍ଷା କରିଛନ୍ତି । ପିଲା ଚୋରି ରୋକିବା, ନିଖୋଜ ହୋଇଥିବା ପିଲାଙ୍କୁ କେମିତି ଠାଵ କରାଯିବ ସେ ନେଇ ଆଲୋଚନା ସମୟରେ ଅଧିକ ଗୁରୁତ୍ୱ ଦେଇଛନ୍ତି ଅଭୟ। ମେଧାବୀ ଛାତ୍ରଙ୍କ ଅଚାନକ ନିଖୋଜ ପରେ ପିଲାଙ୍କ ଉଦ୍ଧାର ଦିଗରେ କଣ ପଦକ୍ଷେପ ନିଆଯାଇଛି ସେ ନେଇ ଆଲୋଚନା କରିଥିଲେ । ଏଥି ସହ ସାଇବର କ୍ରାଇମକୁ କମାଇବା ଦିଗରେ ଆଲୋଚନା କରିଥିଲେ। ଅଭୟଙ୍କ ସହ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର ଏସ୍ପି ପିନାକ ମିଶ୍ର ଏବଂ ଗଞ୍ଜାମ ଏସ୍ପି ବ୍ରିଜେଶ ରଏ ଉପସ୍ଥିତ ରହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ