Masthead

କାଠଗଣ୍ଡି ଜବତ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ହରିଶଙ୍କର ରେଞ୍ଜ ଅନକାମରା ଗାଁ ନିକଟ କପାସିଆ ଜଙ୍ଗଳରୁ ଜଙ୍ଗଲବିଭାଗ ୩୫ ଖଣ୍ଡ ପିଆଶାଳ କାଠଗଣ୍ଡି ଜବତ କରିଛି । କପାସିଆ ଜଙ୍ଗଲରେ ୧୩ଟି ପିଆଶାଳ ଗଛ କେହି କାଟିଦେଇଥିବା ଜଙ୍ଗଲ ବିଭାଗ ଖବର ପାଇଥିଲେ । ଘଟଣାସ୍ଥଳକୁ ଯାଇ ଗଛଗୁଡ଼ିକୁ ଖପ୍ରାଖୋଲ ରେଞ୍ଜ କାର୍ଯ୍ୟାଳୟକୁ ଆଣିଥିଲେ । ୧୩ଟି ପିଆଶାଳ ଗଛ, ୩୫ ଟି କାଠଗଣ୍ଡି ଥିବାବେଳେ ଆନୁମାନିକ ୪୫ ସିଏଫଟି କାଠ ରହିଛି । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪୫ ହଜାର ଟଙ୍କା ହେବ ବୋଲି ହରିଶଙ୍କର ରେଞ୍ଜ ଅଧିକାରୀ ଶ୍ରୀବତ୍ସ କୁମୁରା ପ୍ରକାଶ କରିଛନ୍ତି । ଏ ନେଇ ହରିଶଙ୍କର ରେଞ୍ଜର ଏକ ମାମଲା ରୁଜୁ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ