Masthead

ଜଗା ଦର୍ଶନ: କଟକଣା କୋହଳ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଦର୍ଶନ ପାଇଁ ହଟିଲା କୋଭିଡ ନେଗେଟିଭ୍ ସାର୍ଟିଫିକେଟ କଟକଣା । ଜାନୁଆରୀ ୨୧ରୁ ଫେବୁଆରୀ ୨୧ ପର୍ଯ୍ୟନ୍ତ ଭକ୍ତମାନଙ୍କ ପାଇଁ ଆବଶ୍ୟକ ହେବ ନାହିଁ କରୋନା ନେଗେଟିଭ୍ ସାର୍ଟିଫିକେଟ । ବୃଦ୍ଧବୃଦ୍ଧାଙ୍କ ପାଇର୍ ହେବ ସ୍ୱତନ୍ତ୍ର ଲାଇନ ବ୍ୟବସ୍ଥା । ୩୦ହଜାର ଭକ୍ତଙ୍କ ପାଇଁ ଦର୍ଶନ ସୁବିଧା କରାଯିବ । ପୁରୀବାସୀଙ୍କୁ ସକାଳ ୬ରୁ ୭ ଯାଏଁ ଦର୍ଶନ ସୁବିଧା ମିଳିବ । ମାସ୍କ, ସାମାଜିକ ଦୂରତା ଓ ସାନିଟାଇଜର କଟକଣା ବଳବତ୍ତର ରହିବ । ରବିବାର ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା