Masthead

ଆଜିର ପେଟ୍ରୋଲ, ଡିଜେଲ ଦର

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୬୫ ପଇସା ରହିଛି । ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୮୧ ଟଙ୍କା  ୩୯ ପଇସା ଥିବା ରେକର୍ଡ ହୋଇଛି । ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ । ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍