Masthead

ଆହୁରି ୨ ଦିନ ଜାରି ରହିବ କୁହୁଡି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଘନକୁହୁଡ଼ି । ଅନେକ ସ୍ଥାନରେ ସକାଳୁ ସକାଳୁ କହୁଡ଼ି ଦେଖିବାକୁ ମିଳିଛି । ଆସନ୍ତା ୨ରୁ ୩ ଦିନ ଏଭଳି ପାଗ ଲାଗି ରହିବା ନେଇ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ପୂର୍ବରୁ ମଧ୍ୟ ୯ ଜିଲ୍ଲାକୁ କୁହୁଡ଼ି ନେଇ ୱାର୍ଣିଂ ଜାରି ହୋଇଥିଲା । ତେବେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ପାଗଶୁଖିଲା ରହିଥିବାବେଳେ ଅନୁଗୁଳରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ