Masthead

ବିପଦରେ ଅଲିଭ ରିଡଲେ

ବ୍ରହ୍ମଗିରି (ବଡ଼ ଖବର ବ୍ୟୁରୋ): ବ୍ରହ୍ମଗିରି ବେଳାଭୂମିରେ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଛି ପ୍ରଶ୍ନ । ବେଳାଭୂମିରେ ଶହ ଶହ ଅଲିଭ ରିଡଲେଙ୍କ ମୃତଦେହ ମିଳିଛି । ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ଉପକୂଳ ଠାରୁ ୫କିଲୋମିଟର ପର୍ଯ୍ୟନ୍ତ ମାଛ ଧରିବାକୁ ବାରଣ କରାଯାଇଛି । କିନ୍ତୁ ବେଆଇନ ଟ୍ରଲର ଚାଲାଣ ଯୋଗୁଁ ଶହ ଶହ କଇଁଛଙ୍କ ମୃତ ଦେହ ବ୍ରହ୍ମଗିରି ରେଞ୍ଜର ହରଚଣ୍ଡୀ ମୁହାଣରେ ଦେଖିବାକୁ ମିଳିଛି । ଏନେଇ ବ୍ରହ୍ମଗିରି ବନ୍ୟପ୍ରାଣୀ ବନବିଭାଗ ଅଧିକାରୀଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ