Masthead

ସାବାସ ଟିମ୍ ଇଣ୍ଡିଆ

ସିଡନୀ(ବଡ଼ ଖବର): ଆଜି ସିଡନୀରେ ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ଡ୍ର ହୋଇଛି । ହନୁମା ବିହାରୀ ଓ ଅଶ୍ୱିନଙ୍କ ଧର୍ଯ୍ୟପୂର୍ଣ୍ଣ ବ୍ୟାଟିଂ ସହ ଭାରତୀୟ ଦଳ ଅଷ୍ଟ୍ରେଲିଆ ବୋଲରଙ୍କ ପ୍ରତ୍ୟେକ ଆକ୍ରମଣର ଦେଇଥିଲେ କଡା ଜବାବ । ତେବେ ଖରାପ ସ୍ଥିତିରୁ ବାହାରି ମ୍ୟାଚ ଡ୍ର ରଖିଲା ଭାରତ । ୪୩ ଓଭର ଧରି ବ୍ୟାଟିଂ କଲେ ଦୁଇ ବ୍ୟାଟ୍ସମ୍ୟାନ । ଅଶ୍ୱିନ୍ ଓ ବିହାରୀ କଙ୍ଗାରୁ ଟିମର ଶକ୍ତିଶାଳୀ ବୋଲିଂ ଆଟାକ୍ କୁ ଉଚିତ ଜବାବ ଦେବା ସହ ଷଷ୍ଠ ୱିକେଟ୍ ପାଇଁ ପାଖାପାଖି ୪୩ ଓଭର ବ୍ୟାଟିଂ କରି ଭାରତକୁ ନିଶ୍ଚିତ ପରାଜୟରୁ ରକ୍ଷା କରିଥିଲେ ।

ଫଳରେ ୪୦୭ ରନ୍ ର ବିଶାଳ ଲକ୍ଷ୍ୟର ପିଛା କରୁଥିବା ଭାରତ ୧୩୧ ଓଭରରେ ୫ ୱିକେଟ ହରାଇ ୩୩୪ରନ୍ କରିଛି । ଭାରତ ପକ୍ଷରୁ ପନ୍ତ ସର୍ବାଧିକ ୯୭ରନ୍ ଓ ପୂଜାରା ୭୭ରନ୍ ର ମହତ୍ୱପୂର୍ଣ୍ଣ ଇନିଂସ୍ ଖେଳିଥିଲେ । ବିହାରୀ ୨୩ ଓ ଅଶ୍ୱିନ୍ ୩୯ ରନ୍ କରି ଅପରାଜିତ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ