Masthead

ବାପା ହେଲେ ବିରାଟ

ମୁମ୍ବାଇ(ବଡ଼ ଖବର): ବାପା ହେଲେ ବିରାଟ । ଭାରତୀୟ କ୍ରିକେଟର ଅଧିନାୟକ ବିରାଟ କୋହଲି ବାପା ହୋଇଛନ୍ତି । ବିରାଟଙ୍କ ପତ୍ନୀ ତଥା ବଲିଉଡ଼ ଷ୍ଟାର ଅନୁଷ୍କା ଶର୍ମା ଆଜି ଅପରାହ୍ନରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ଏହା ଷ୍ଟାର ଦମ୍ପତିଙ୍କ ପ୍ରଥମ ସନ୍ତାନ । ଏନେଇ ଆମ ‘ଜୀବନର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି’ବୋଲି କହି ସୋସିଆଲ ମିଡ଼ିଆରେ ଖୁସିବ୍ୟକ୍ତ କରିଛନ୍ତି ବିରାଟ ।

ସୂଚନା ଅନୁଯାୟୀ ଉଭୟ ନବଜାତ ଓ ଅନୁଷ୍କା ସୁସ୍ଥ ଥିବା ଜଣା ପଡ଼ିଛି । ଶିଶୁଟି ମୁମ୍ବାଇର ଏକ ଘରୋଇ ଡାକ୍ତରଖାନାରେ ଜନ୍ମ ହୋଇଛି। ଡିସେମ୍ବର ୨୦୧୮ ରେ ବିବାହ କରିଥିବା କୋହଲି ଏବଂ ଅନୁଷ୍କା ଅଗଷ୍ଟ ୨୭ ରେ ସୋସିଆଲ ମିଡିଆରେ ଏକାଠି ଗର୍ଭବତୀ ଥିବା ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ